Below header

ପୁରୀ ଶ୍ରୀମନ୍ଦିର ଭିତରେ ଅଘଟଣ: ସେବାୟତଙ୍କ ଆକ୍ରମଣରେ ଅନ୍ୟ ଜଣେ ସେବାୟତ ଆହତ

ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ଅଘଟଣ। ଜଣେ ସେବାୟତଙ୍କ ଆକ୍ରମଣରେ ଅନ୍ୟ ଜଣେ ସେବାୟତ ଆହତ ହୋଇଛନ୍ତି। ଆହତ ସେବାୟତ ହରେକୃଷ୍ଣ ସୁଆର। ତାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ହରେକୃଷ୍ଣଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ଆଜି ସକାଳେ ରୋଷଘର ନିକଟରେ ବୁଲୁ ପଣ୍ଡା ନାମକ ଜଣେ ସେବାୟତ କୌଣସି କାରଣକୁ ନେଇ ହରେକୃଷ୍ଣଙ୍କୁ ଆକ୍ରମଣ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.