Below header

ପ୍ରଣବଙ୍କ ସମ୍ମାନରେ ରାଜ୍ୟରେ ୭ ଦିନିଆ ଶୋକ ପାଳନ ପାଇଁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜ୍ୟ ସରକାର ମଧ୍ୟ ଶୋକ ପାଳନ ପାଇଁ ଘୋଷଣା କରିଛନ୍ତି । ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ପ୍ରଣବ ମୁଖାର୍ଜୀଙ୍କ ସମ୍ମାନରେ ରାଜ୍ୟରେ ୭ ଦିନ ଶୋକ ପାଳନ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆଜି ଠାରୁ ସେପଟେମ୍ବର ୬ ତାରିଖ ଯାଏ ଶୋକ ପାଳନ କରାଯିବ ବୋଲି ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହି ସମୟରେ ରାଜ୍ୟର ସମସ୍ତ ଜାଗାରେ ଉଡୁଥିବା ଜାତୀୟ ପତାକା ଅର୍ଦ୍ଧନମିତ ହୋଇ ରହିବ ।

letter

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.