ରାଜ୍ୟ

କୁହୁଡ଼ି ଚାଦର ତଳେ ଲୁଚିଗଲା ଶ୍ରୀମନ୍ଦିର ଓ ଅର୍କକ୍ଷେତ୍ର, ଅଦୃଶ୍ୟ ହୋଇଗଲା ନୀଳଚକ୍ର

ପୁରୀ/ ଗୋପ (କେନ୍ୟୁଜ): କୁହୁଡ଼ି ଚାଦର ତଳେ ଲୁଚିଗଲା ଶ୍ରୀମନ୍ଦିର ଓ ଅର୍କକ୍ଷେତ୍ର କୋଣାର୍କ । ଅଦୃଶ୍ୟ ହୋଇଗଲା ଶ୍ରୀମନ୍ଦିର ନୀଳଚକ୍ର । ଘନ କୁହୁଡି ହେତୁ ଅନେକ ସମୟ ଧରି ଭକ୍ତ ନୀଳଚକ୍ର ଦର୍ଶନରୁ ବଞ୍ଚିତ ରହିଛନ୍ତି । ପତିତିପାବନଙ୍କ ଦର୍ଶନ କରିବାରେ ମଧ୍ୟ ସମସ୍ୟା ସୃଷ୍ଟି ହୋଇଥିଲା। ରାଧାବଲ୍ଲବ ମଠ ନିକଟ ନିଷିଦ୍ଧାଞ୍ଚଳ ବାହାରୁ ପତିତପାବନଙ୍କୁ ଦର୍ଶନ କରୁଥିବା ଭକ୍ତ ମାନଙ୍କ ଦର୍ଶନରେ ଟିକେ ସମସ୍ଯା ଉପୁଜିଥିଲା।

ବଡ଼ଦାଣ୍ଡରେ ଲାଇଟ ଲଗାଇ ଗାଡ଼ି ଚଳାଚଳ କରୁଥିବା ଦେଖିବାକୁ ମିଳିଛି । ଏମିତିକି ଘନକୁହୁଡି ଯୋଗୁଁ ସୂର୍ଯ୍ୟ ଫିକା ଦିଶୁଥିଲେ। ଘନ କୁହୁଡ଼ି ଯୋଗୁଁ ଆଜି ଦୃଶ୍ୟମାନ ହୋଇ ନଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିର । ଲୁଚିଯାଇଛି ବ୍ଲାକ ପାଗୋଡ଼ା। ଫଳରେ ଦୂରରୁ ପର୍ଯ୍ୟଟକମାନେ ସୂର୍ଯ୍ୟ ମନ୍ଦିରକୁ ଦେଖି ପାରି ନଥିଲେ ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

4 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

8 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

8 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

8 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

8 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

8 hours ago