ଝାରସୁଗୁଡ଼ା ପଞ୍ଚପଡ଼ାର ଢାବାରେ ଚାଲିଥିଲା ସେକ୍ସ ର‍୍ୟାକେଟ୍‌, ୧୪ ଗ୍ରାହକ ଗିରଫ

ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡ଼ା ପଞ୍ଚପଡ଼ାର ଏକ ଢ଼ାବାରେ ସେକ୍ସ ର‍୍ୟାକେଟ ଚାଲୁଥିବା ଖବର ପାଇ ଚଢାଉ କରିଥିଲା ପୋଲିସ। ରେଡ୍‌ ବେଳେ ୧୪ ଜଣ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ।

ଝରସୁଗୁଡ଼ା(କେନ୍ୟୁଜ୍):  ଢାବାରେ ଚାଲିଥିଲା ସେକ୍ସ ର‍୍ୟାକେଟ୍‌। ଉଦ୍ଧାର ହେଲେ ୧୩ ଯୁବତୀ। ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡ଼ା ପଞ୍ଚପଡ଼ାର ଏକ ଢ଼ାବାରେ ସେକ୍ସ ର‍୍ୟାକେଟ ଚାଲୁଥିବା ଖବର ପାଇ ଚଢାଉ କରିଥିଲା ପୋଲିସ। ରେଡ୍‌ ବେଳେ ୧୪ ଜଣ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ। ଚଢ଼ାଉ ସମୟରେ ବହୁ ଆପତ୍ତି ଜନକ ସାମଗ୍ରୀ ମଧ୍ୟ ଜବତ କରିଛି ପୋଲିସ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.