ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସେକ୍ସ ରାକେଟ୍‌ ଠାବ: ୨ ଯୁବତୀ ଉଦ୍ଧାର, ଦୁଇ ଯୁବକ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସେକ୍ସ ରାକେଟ୍‌ ଠାବ। ଦୁଇ ଜଣ ଯୁବତୀ ଉଦ୍ଧାର ହୋଇଥିବା ବେଳେ ଦୁଇ ଜଣ ଯୁବକ ଗିରଫ ହୋଇଛନ୍ତି।

ବହୁ ଦିନ ଧରି ଏଠାରେ କାରବାର ଚାଲୁଥିଲା। ଲକ୍ଷ୍ମୀସାଗର ଥାନା ପୋଲିସ ଏହି ଘଟଣାର ତଦନ୍ତ କରୁଛନ୍ତି।

Leave A Reply

Your email address will not be published.