Below header

ଆଜି ପର୍ଯ୍ୟଟକ ମାନଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

କରଞ୍ଜିଆ: ପର୍ଯ୍ୟଟକ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ଲଘୁଚାପ ପାଇଁ ଗତକାଲିଠାରୁ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ଥଣ୍ଡା ଅନୁଭୂତ ହେବା ସହ ବର୍ଷା ହେଉଛି।

ବିଶେଷ କରି ଶିମିଳିପାଳ ଅଭୟାରଣ୍ୟରେ ବର୍ଷା ଅଧିକ ହେବା ଯୋଗୁ ଆଜି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଛି। କେବଳ ରାତିରେ ରହିବା ପାଇଁ ବୁକିଂ କରିଥିବା ପର୍ଯ୍ୟଟକଙ୍କୁ ଯିବାକୁ ଅନୁମତି ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.