ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଝାରସୁଗୁଡା (କେନ୍ୟୁଜ): ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ସୂଚନା । ଗାନ୍ଧୀ ଚକରେ ୩ ରୁ ୪ ରାଉଣ୍ଡ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମେଡିକାଲ ନିଆଯାଇଛି । ନବ ଦାସଙ୍କ ଛାତିରେ ଗୁଳିମାଡ଼ ହୋଇଛି । ବ୍ରଜରାଜନଗରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ହୋଇଛି ।

ସୂଚନାନୁସାରେ, ଏସକଟ ଗାଡିରୁ ସେ ଓହ୍ଲାଉଥିଲେ । ତାଙ୍କୁ କର୍ମୀମାନେ ଫୁଲତୋଡା ଦେଇ ସମ୍ବନ୍ଧନା ଦେଉଥିଲେ । ସେହି ସମୟରେ ତାଙ୍କ ଉପରେ ଗୁଳିମାଡ ହୋଇଥିଲା । ASI ଗୋପାଳ ଦାସ ମନ୍ତ୍ରୀଙ୍କୁ ଗୁଳିମାଡ଼ କରିଥିବା କଥା ବ୍ରଜରାଜନଗର SDPO କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.