କେନ୍ଦ୍ରାପଡା(କେନ୍ଯୁଜ୍): ଅଗ୍ନିକାଣ୍ଡରେ ଭୋଗ ଦୋକାନ ଭସ୍ମୀଭୂତ। କେନ୍ଦ୍ରାପଡା ବଳଦେବଜୀଉଙ୍କ ମନ୍ଦିର ନିକଟରେ ଭୟାବହ ଅଗ୍ନିକାଣ୍ଡ। ମନ୍ଦିର ବାହାରେ ଥିବା ଆମଣିଆ ଭୋଗ ଦୋକାନରେ ନିଆଁ ଲାଗିଯିବାରୁ ସମ୍ପୂର୍ଣ୍ଣ ଦୋକାନଟି ପୋଡି ପାଉଁଶ ହୋଇଯାଇଛି।
ଆଜି ସକାଳୁ ସକାଳୁ ଦୋକାନର ମାଲିକ ପ୍ରଦୀପ ସାହୁ ପୋଟଳି ପିଠା ତିଆରୀ କରୁଥିବା ବେଳେ ହଠାତ୍ ନିଆ ଲାଗିଯାଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ , ଅଗ୍ନିଶମ ବାହୀନ ପହଂଚି ନିଆକୁ ଆୟତ୍ତ କରିଥିଲେ।
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…