ରାଜ୍ୟ

ଦୁଇ ଶହ ଟଙ୍କା ପାଇଁ ନିସ୍ତୁକ ମାଡ଼, ଗ୍ରାହକଙ୍କ ମୁଣ୍ଡ ଫଠାଇଲେ ଦୋକାନୀ

ପାରାଦୀପ (କେନ୍ୟୁଜ): ଦୁଇ ଶହ ଟଙ୍କା ପାଇଁ ନିସ୍ତୁକ ମାଡ଼। ଗ୍ରାହକଙ୍କ ମୁଣ୍ଡ ଫଠାଇଲେ ଦୋକାନୀ। ଗୁରୁତର ଅବସ୍ଥାରେ ଗ୍ରାହକ ପ୍ରଶାନ୍ତ କୁମାର ଜେନାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏନେଇ ପରିବାରଲୋକେ ପାରାଦୀପ ଲକ ଥାନାରେ ଏତଲା ଦେଇଛନ୍ତି।

ଅଭିଯୋଗ ଅନୁଯାୟୀ, ପାରଦୀପଗଡ଼ ଗାଁର ପ୍ରଶାନ୍ତ ଜେନା କଛି ଜିନିଷ କିଣିବା ପାଇଁ ନିମିଢ ବଜାରରେ ଥିବା ଦିଲ୍ଲୀପ ସେନାପତିଙ୍କ ଦୋକାନକୁ ଯାଇଥିଲେ। ପ୍ରଶାନ୍ତ ସଉଦା କିଣି ଦୋକାନୀଙ୍କୁ ୫ଶହ ଟଙ୍କା ଦେଇଥିଲେ। ଅବଶିଷ୍ଟ ଟଙ୍କା ମାଗିବାରୁ ଦୋକାନୀ ଜଣକ ୨ଶହ ଟଙ୍କା ନେଇଥିବା କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଦୋକାନ ମାଲିକ ଓ ସେଠାରେ କାମ କରୁଥିବା ପିଲା ମିଶି ପ୍ରଶାନ୍ତଙ୍କୁ ଏକ ପାଇପରେ ଆକ୍ରମଣ କରିଥିଲେ। ଏନେଇ ପ୍ରଶାନ୍ତଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ କରୁଛି।

 

Barsha

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

4 seconds ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

29 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

48 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

56 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago