ରାଜ୍ୟ

ଚାନ୍ଦିପୁର: ପୃଥ୍ଵୀ-୨ର ରାତ୍ରିକାଳୀନ ପରୀକ୍ଷଣ, ରହିଛି ୫୦୦ କେଜି ଯୁଦ୍ଧାସ୍ତ୍ର ବହନ କରିବା କ୍ଷମତା

ଚାନ୍ଦିପୁର: ଆଜି ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ପରୀକ୍ଷଣ ହୋଇଛି ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପୃଥ୍ଵୀ-୨। ପୃଥ୍ଵୀ-୨ର ରାତ୍ରିକାଳୀନ ପରୀକ୍ଷଣ କରାଯାଇଛି। ପୃଥ୍ଵୀ-୨ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦି କ୍ଷମତା ୩୫୦ କିଲୋମିଟର ରହିଛି। ଏହି କ୍ଷେପଣାସ୍ତ୍ରର ୫୦୦ କେଜି ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।

ଏହି କ୍ଷେପଣାସ୍ତ୍ର ସେନାରେ ମିଶିବା ପରେ ସେନାବାହିନୀର ଶକ୍ତି ଆହୁରି ବୃଦ୍ଧି ପାଇବ।

Also Read: ବଡ଼ମ୍ବା: ଗୁଳିବିଦ୍ଧ ହାତୀ ମୃତ୍ୟୁ ଘଟଣାରେ ପିସିସିଏଫ ୱାଇଲ୍ଡ ଲାଇଫ୍‌କୁ ରିପୋର୍ଟ ତଲବ

WCW 11

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କିଛି ନୂଆ କାର୍ଯ୍ୟ ଆରମ୍ଭ କରିବେ

ମେଷ : ବାକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ…

2 hours ago

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତ :ସସ୍ମିତ

ଭୁବନେଶ୍ୱର  : ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ପାଣ୍ଡିଆନଙ୍କ ଦିଲ୍ଲୀ ଗସ୍ତକୁ…

3 hours ago

ଫିସୁ ବିଶ୍ୱ ବିଶ୍ୱବିଦ୍ୟାଳୟ ରଗ୍‍ବୀ ୭-ଏସ୍‍ ଚାମ୍ପିୟନ୍‍ସିପରେ କିଟ୍‍ ବିଶ୍ୱବିଦ୍ୟାଳୟର ୩ଜଣ ଖେଳାଳି

ଫ୍ରାନ୍‍ସର ଏକ୍‍ସ ଏନ୍‍ ରାଜ୍ୟରେ ଜୁନ୍‍ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଫିସୁ ବିଶ୍ୱ ବିଶ୍ୱବିଦ୍ୟାଳୟ…

5 hours ago

ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି, କେନ୍ଦ୍ର କ୍ୟାବିନେଟରେ ଓଡ଼ିଶାର କେତେଜଣ ନେଇ ଚର୍ଚ୍ଚା

ଆସନ୍ତା ୯ ତାରିଖରେ ଶପଥ ନେବେ ନରେନ୍ଦ୍ର ମୋଦି । ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ…

6 hours ago

ନବୀନ ଆମ ପୁଅ ଠୁ ଅଧିକ ଥିଲେ, ଏକଥା କହି କାନ୍ଦୁଛନ୍ତି ମାଆ ମାନେ

ଆଖିରେ ଲୁହର ଧାର । ନବୀନଙ୍କ ଫଟୋ ଆଗରେ କାନ୍ଦୁଛନ୍ତି ଜଣେ ମା । କହୁଥିଲେ…ପୁଅ ଥିଲା ଆମର ।…

6 hours ago

ସାବିତ୍ରୀ ବ୍ରତରେ ପୂଜା ପାଇଥାଆନ୍ତେ ତା ପୂର୍ବରୁ ଉଠିଲା କୋକେଇ

ସାବିତ୍ରୀ ବ୍ରତରେ ସତ୍ୟବାନ୍‌ ହୋଇ ପୂଜା ପାଇ ଥାଆନ୍ତେ । ତା ପୂର୍ବରୁ ଘଟିଗଲା ଏପରି କିଛି । ମୃତକଙ୍କ…

7 hours ago