କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କୁ ସୋ’ କଜ ନୋଟିସ

କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କୁ ସୋ' କଜ ନୋଟିସ । ୨୪ ଘଣ୍ଟା ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ।

କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କୁ ସୋ’ କଜ ନୋଟିସ । ୨୪ ଘଣ୍ଟା ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ । ବିଜେଡି ସାଂସଦ ପ୍ରାର୍ଥୀ ତଥା ସାନ ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର ଅଭିଯୋଗରେ ନୋଟିସ ହୋଇଛି । ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।

ଏଭଳି ଦଳ ବିରୋଧୀ କାର୍ଯ୍ୟ ପାଇଁ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ ସେ ସମ୍ପର୍କରେ ୨୪ ଘଣ୍ଟା ମଧ୍ୟରେ ଉତ୍ତର ରଖିବାକୁ ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ନୋଟିସ ଜାରି କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.