ରାଜ୍ୟ

ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କ ଆଗୁଆ ଜାମିନ ଆବେଦନ : ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ

କେନ୍ୟୁଜ୍(ବ୍ୟୁରୋ): ଅର୍ଚ୍ଚନା ନାଗ ମାମଲାରେ ହାଇକୋର୍ଟରେ ଅଭିଯୋଗକାରିଣୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି ହୋଇଛି । କେସ୍‌ ଡାଏରା ଦାଖଲ କରିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଅନ୍ତରୀଣ ସୁରକ୍ଷା ପାଇଁ ଆବେଦନ କରିଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା । ଅର୍ଚ୍ଚନା ଲିଙ୍କରେ ଶ୍ରଦ୍ଧାଞ୍ଜଳିଙ୍କୁ ପୂର୍ବରୁ ଇଡି ଦୁଇ ଥର ଜେରା କରିଥିଲା । ଶ୍ରଦ୍ଧାଞ୍ଜଳିଙ୍କ ଅଭିଯୋଗ ପରେ ଅର୍ଚ୍ଚନାଙ୍କୁ ଗିରଫ କରିଥିଲା ଖଣ୍ଡଗିରି ଥାନା ପୋଲିସ ।

 

KNews Bureau

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷା କର୍ମି

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

7 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

1 hour ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

1 hour ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

1 hour ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

1 hour ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

2 hours ago