Categories: ରାଜ୍ୟ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ଶ୍ରୀମୂଖକୁ ଶୃଙ୍ଘାର କରିବେ ଦତ୍ତମହାପାତ୍ର ସେବାୟତ

ପୁରୀ(କେନ୍ୟୁଜ୍) : ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି । ମହାପ୍ରଭୁଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇ ଗୁପ୍ତ ନୀତି ସଂପନ୍ନ କରାଯିବ । ଏଥିପାଇଁ ସର୍ବସାଧାରଣ ଦର୍ଶନ ଅପରାହ୍ନ ୪ଟା ରୁ ରାତି ୮ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ । ଏହି ବନକଲାଗିରେ ମହାପ୍ରଭୁଙ୍କ ଶ୍ରୀମୁଖକୁ ପାରମ୍ପରିକ ରଙ୍ଗ ହିଂଗୁଳ, ହରିତାଳ, କର୍ପୂର, ଚନ୍ଦନ ଓ କସ୍ତୁରୀ ଲଗାଯାଇ ଶୃଙ୍ଗାର କରାଯିବା ପରମ୍ପରା ରହିଛି ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago