ପୁରୀ(କେନ୍ୟୁଜ୍): ବିଜୟାଦଶମୀ ଅବସରରେ ଆଜି ମହାପ୍ରଭୂ ସୁନାବେଶ ବା ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ଭିତରେ ଶ୍ରୀଜିଉଙ୍କ ବର୍ଷକୁ ୪ଥର ସୁନାବେଶ ଅନୁଷ୍ଠିତ ହୋଇଥାଏ। ଦର୍ଶନ ପାଇଁ ପୁରୀରେ ଭକ୍ତଙ୍କ ଭିଡ ଜମିଛି। ସେହିପରି ମନ୍ଦିର ପସିରରେ ଥିବା ମାଆ ବିମଳାଙ୍କ ମଧ୍ୟ ଦଶହରା ପୂଜା ଅନୁଷ୍ଠିତ ହେଉଛି।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…