ରାଜ୍ୟ

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପୂର୍ବ ପରି ଜାରି ରହିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ(କେନ୍ୟୁଜ୍‌): ଜାରି ରହିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ପୂର୍ବ ପରି ପରିକ୍ରମା ପ୍ରକଳ୍ପ ଜାରି ରହିବ। କାମ ଶୀଘ୍ର ଶେଷ ହେଲେ ଭକ୍ତମାନେ ସୁବିଧା ପାଇପାରିବେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କାମ ଚାଲିବ। ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଗତ ୧୧ତାରିଖରେ ଗଜପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ପରାମର୍ଶଦାତା କମିଟି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି ପରିଚାଳନା କମିଟି। ASI ଡିଜିଙ୍କ ନିର୍ଦ୍ଦେଶ କ୍ରମେ ୧୦୦ ମିଟର ବାହାରେ ହେବ ଅଭ୍ୟର୍ଥନା କେନ୍ଦ୍ର। ତେବେ ଏହା କେଉଁ ସ୍ଥାନରେ କରାଯିବ ତାହା ସ୍ପଷ୍ଟ ହୋଇନାହିଁ।

ପ୍ରକଳ୍ପ ନିର୍ମାଣ ଦ୍ୱାରା ଯେପରି ଶ୍ରୀମନ୍ଦିର ଦୃଶ୍ୟମାନେ ଉପରେ କୌଣସି ପ୍ରଭାବ ନ ପଡିବ ସେନେଇ ଡିଜାଇନକୁ ସରଳ କରିବା ଲାଗି CMCର ନିଷ୍ପତିକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି।

Sonalisa

Recent Posts

୧୫ ଫୁଟର ଅଜଗର ଉଦ୍ଧାର, ଛଡ଼ାଗଲା ଜଙ୍ଗଲରେ

ମୋହନା : ଗଜପତି ଜିଲ୍ଲା ମୋହନା ଖାରୀଗୁଡା- ଲେକାପଦର ଗାଁ ନିକଟରୁ ୧୫ ଫୁଟର ଅଜଗର ସାପ ଉଦ୍ଧାର କରିଛନ୍ତି…

8 mins ago

ନାଗପୁର: ସପିଂ କରି ଫେରୁଥିବା ବେଳେ ସେନା ଅଟୋକୁ ଧକ୍କା ଦେଲା ବସ୍‌; ୨ ଯବାନ ମୃତ, ୬ ଗୁରୁତର

ମହାରାଷ୍ଟ୍ରର ନାଗପୁରରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ କହ୍ନାନ ନଦୀ ବ୍ରିଜ୍‌ରେ ଏକ ଦ୍ରୁତଗାମୀ…

9 mins ago

ଏଠି ସ୍ୱାର୍ଥ କି ଅର୍ଥ ନୁହେଁ, ଦିବ୍ୟାଙ୍ଗ ଦୁଇ ଭାଇଙ୍କ ଭିତରେ ରହିଛି ଅନାବିଳ ସ୍ନେହ

ଉଦଳା(କେନ୍ୟୁଜ): ମୋ ଭାଇର ଇଚ୍ଛା ହେଇଛି ସେ ବଜାର ବୁଲିଯିବ । ତେଣୁ ତାକୁ ନେଇ ଚାଲିଆସିଛି ଟିକେ ବୁଲେଇ ନେବା…

14 mins ago

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଦୁର୍ଘଟଣା: ହେଲ୍ପଲାଇନ ନମ୍ବର ଜାରି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ

ପଶ୍ଚିମବଙ୍ଗ ଦାର୍ଜିଲିଂରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ମାଲବାହୀ ଟ୍ରେନ ଦୁର୍ଘଟଣା ପରେ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ନିଖୋଜ ବା…

28 mins ago

ୟୁପିର ସିନେମା ହଲ୍‌ରେ ଭୟାବହ ଅଗ୍ନିକାଣ୍ଡ, କିଛି ମିନିଟ୍‌ ଭିତରେ ସବୁ ଜଳି ଛାରଖାର

ଉତ୍ତର ପ୍ରଦେଶର ଶାହାଜହାଁପୁରରେ ଏକ ସିନେମା ହଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ହଲ୍‌ ଭିତରେ ନିଆଁ ଦେଖି ଲୋକମାନେ…

28 mins ago

ୟୁଟ୍ୟୁବରେ ଆସିବ ଗୁଗଲ ଲେନ୍ସ ବଟନ୍‌, ଭିଡିଓ ସର୍ଚ୍ଚ କରିବା ହେବ ଆହୁରି ସହଜ

ଗୁଗଲର ସବୁଠାରୁ ବଡ ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମ ହେଉଛି ୟୁଟ୍ୟୁବ୍ । ପ୍ରତ୍ୟେକ ଦିନ ବିଶ୍ୱର କୋଟି କୋଟି ଲୋକ…

38 mins ago