ରାଜ୍ୟ

ଶୁଭମ୍‌ ଇସ୍ପାତ କାରଖାନାରେ ବିସ୍ଫୋରଣ: ଜଣେ ମୃତ, ୨ ଗୁରୁତର

ରାଉରକେଲା (କେନ୍ୟୁଜ): ବ୍ଲାଷ୍ଟ ଫର୍ଣ୍ଣେସ ଫାଟି ଶ୍ରମିକ ମୃତ, ୨ ଗୁରୁତର । ରାଉରକେଲା କଲୁଙ୍ଗା ଇଣ୍ଡ୍ରଷ୍ଟ୍ରିଆଲ୍ ଇଷ୍ଟେଟ ସ୍ଥିତ ଶୁଭମ୍‌ ଇସ୍ପାତରେ ଦୁର୍ଘଟଣ । ବ୍ଲାଷ୍ଟ ଫର୍ଣ୍ଣେସ ଫାଟି ଜଣେ ଶ୍ରମିକ ମୃତ, ୨ ଗୁରୁତର ହୋଇଛନ୍ତି । ୨ ଗୁରୁତର ଶ୍ରମିକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ବିଳମ୍ବିତ ରାତିରେ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ମୃତକ ଚିନ୍ମୟ ବେହେରା ବୋଲି ଜଣାପଡିଛି । ତାଙ୍କ ଘର ଯାଜପୁରର ବୋଲି ଜଣାପଡିଛି । ସେପଟେ ଆହତ ହୋଇଥିବା ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।

Barsha

Recent Posts

ଦିଲ୍ଲୀରେ ପାଣି ସପ୍ଲାଏକୁ ନେଇ ଏନଡିଏମସିର ଆଡଭାଇଜରୀ, ଭିଆଇପି ଅଞ୍ଚଳରେ ଦିନକୁ ଥରେ ଆସିବ ପାଣି

ଭୀଷଣ ଗରମ ସାଙ୍ଗକୁ ପାଣି ପାଇଁ ଦିଲ୍ଲୀବାସୀ ଝଟପଟ । ଦିଲ୍ଲୀର ଅନେକ ସ୍ଥାନରେ ଜଳାଭାବ ଦେଖାଦେଇଛି । ପାଣି…

4 mins ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ ଧକ୍କାରେ ୬ ଗାଡି ଚୁରମାର୍‌, ଅନେକ ମୃତ

ଚଣ୍ଡୀଗଡ-ମନାଲୀ ରାଜମାର୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହିମାଚଳ ଏବଂ ପଞ୍ଜାବ ସୀମାର କିରତପୁର ପାଖରେ ନିର୍ମାଣ ହୋଇଥିବା ଟୋଲ…

27 mins ago

ଭଞ୍ଜନଗରରେ ବାଘ ଆତଙ୍କ: ସିସିଟିଭିରେ କଏଦ ହେଲା ବୁଲୁଥିବାର ଦୃଶ୍ୟ

ଭଞ୍ଜନଗର (କେନ୍ୟୁଜ): ପୁଣି ବୁଲିଲା ବାଘ । ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ବାଘ ଆତଙ୍କ । ସହର ନିକଟରେ ଥିବା…

29 mins ago

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁର୍ଘଟଣା ପରେ ସିଆଲଦା ଷ୍ଟେସନରେ ପହଞ୍ଚିଲା କାଞ୍ଚନଜଙ୍ଗା ଏକ୍ସପ୍ରେସ, ବସ୍‌ ମାଧ୍ୟମରେ ଘରକୁ ଗଲେ ଯାତ୍ରୀ

ପଶ୍ଚିମବଙ୍ଗ ଦାର୍ଜିଲିଂରେ ମାଲବାହୀ ଟ୍ରେନ୍ ଧକ୍କାରେ ଦୁର୍ଘଟଣାର ଶିକାର ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଆଲଦା ଷ୍ଟେସନରେ ପହଞ୍ଚିଛି । ଦୁର୍ଘଟଣାର…

1 hour ago

୫ବର୍ଷ ହେଲା ଅବଧି ସରିଲାଣି, ଅଧାରେ ଅଟକିଛି ବ୍ରହ୍ମବରଦା-କାକୁଡିକୁଦକୁ ସଂଯୋଗ କରୁଥିବା ସେତୁ ନିର୍ମାଣ କାର୍ଯ୍ୟ

ଯାଜପୁର(କେନ୍ୟୁଜ): ଗମନାଗମନ ସୁବିଧା ପାଇଁ ସରକାର ବିଜୁ ସେତୁ ଯୋଜନା ଆରମ୍ଭ କରିଥିଲେ । ଗ୍ରାମାଂଚଳର ଲୋକେ ଯେପରି ଏହି…

1 hour ago

୩ ଥାକିଆ ସୁରକ୍ଷା ବଳୟ ଭିତରେ ବିଧାନସଭା, କେବଳ ପାସ୍ ଧାରୀ ଗୃହ ମଧ୍ୟକୁ କରି ପାରିବେ ପ୍ରବେଶ

ଭୁବନେଶ୍ୱର (କେନ୍ୟୁଜ); ବିଧାୟକଙ୍କ ଶପଥ ଗ୍ରହଣ ଲାଗି ସୁରକ୍ଷା କଡ଼ାକଡ଼ି । ଆଜି ଓ ଆସନ୍ତାକାଲି ଶପଥ ନେବେ ନବନିର୍ବାଚିତ…

2 hours ago