ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ
ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ । ଏସଆଇ ସୁଶାନ୍ତ ସ୍ୱାଇଁଙ୍କୁ ଗିରଫ କଲା ଭିଜିଲାନ୍ସ । ନାକା ଗେଟ୍ ପାଖରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏକ ମାମଲାକୁ ଦଫାରଫା କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।

ଭୁବନେଶ୍ୱର(କେନ୍ୟୁଜ ) : ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ । ଏସଆଇ ସୁଶାନ୍ତ ସ୍ୱାଇଁଙ୍କୁ ଗିରଫ କଲା ଭିଜିଲାନ୍ସ । ନାକା ଗେଟ୍ ପାଖରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏକ ମାମଲାକୁ ଦଫାରଫା କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।