ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଶିବାନୀ ବେହେରାଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାସ୍। ପ୍ରେମିକ ନୁହେଁ ଭାଉଜ ହିଁ ହତ୍ୟାକାରୀ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଖୋର୍ଦ୍ଦା ଏସ୍ପି। ପାରିବାରିକ କଳହକୁ କେନ୍ଦ୍ର କରି ନଣନ୍ଦକୁ ହତ୍ୟା କରିଛି ଭଉଜ। ବାଲୁଗାଁ ଗଙ୍ଗନଗରରେ ଶିବାନୀଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏକତରଫା ପ୍ରେମକୁ କେନ୍ଦ୍ର କରି ତାଙ୍କୁ ଗାଁର କାଳୁ ବେହେରା ହତ୍ୟାକରିଥିବା ବିଯୋଗ ହୋଇଥିଲା। ପୋଲିସ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହ଼ଞ୍ଚି ତଦନ୍ତ ଆରମ୍ଭ କରିଥିଲା। ତନାଘନା ପରେ ଭାଉଜ ହିଁ ହତ୍ୟାକାରୀ ବୋଲି ଜମାପଡିତିଲା। ତାଙ୍କୁ ଗିରଫ କରାଯାଇଛି।
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…
ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…