Below header

ଜଳୁଛି ଶିମିଳିପାଳ ଅଭୟାରଣ୍ୟ : ଆଜି ଚହଲ ରେଞ୍ଜରେ ଲାଗିଛି ନିଆଁ

କରଞ୍ଜିଆ(କେନ୍ୟୁଜ୍): ଜଳୁଛି ଶିମିଳିପାଳ ଅଭୟାରଣ୍ୟ । ଶିମିଳିପାଳ ଅଭୟାରଣ୍ୟର ଚହଲା ରେଞ୍ଜରେ ଗୋଟିଏ ଜାଗାରେ ଲାଗିଛି ନିଆଁ । ଗତକାଲି ଅଭୟାରଣ୍ୟର ୬ ଟି ଜାଗାରେ ନିଆଁ ଲାଗିଥିଲ । ଗତକାଲି ମୋହନପୁର ଓ କେନ୍ଦୁମୁଣ୍ଡି ରେଞ୍ଜରେ ଲାଗିଥିବା ନିଆଁ ଲିଭିଯାଇଥିବା ବେଳେ ଆଜି ଚହଲ ରେଞ୍ଜରେ ନିଆଁ ଲାଗିଛି । ବର୍ତ୍ତମାନ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ଗରମ ଅନୁଭୂତ ହେବା ସହିତ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହୁଥିବାରୁ ନିଆଁ ଲିଭାଇବା ପାଇଁ ସମସ୍ୟା ହେଉଥିବା କୁହାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.