Below header

ଆଜିବି ବର୍ଷା ପାଇଁ ଶିମିଳିପାଳ ବନ୍ଦ, କେବଳ ରାତ୍ରୀ ରହଣୀ ପାଇଁ ପର୍ଯ୍ୟଟକଙ୍କୁ ମିଳିବ ଅନୁମତି

ବାରିପଦା(କେନ୍ଯୁଜ୍): ବର୍ଷା ପାଇଁ ଶିମିଳିପାଳ ବନ୍ଦ। ବାତ୍ୟା ଜଓ୍ଵାଦ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା ଲାଗିରହିଥିବାରୁ ଆଜି ପୁଣି ଅଭୟାରଣ୍ୟକୁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରଖାଯାଇଛି । କେବଳ ରାତ୍ରୀ ରହଣୀ ପାଇଁ ପର୍ଯ୍ୟଟକଙ୍କୁ ମିଳିବ ଅନୁମତି।

ପୂର୍ବରୁ ୪ ଓ ୫ ତାରିଖରେ ମଧ୍ୟ ବନ୍ଦ ରଖାଯାଇଥିଲା। ଶିମିଳିପାଳ ଅଭୟାରଣ୍ୟ ଭିତରେ ଥିବା ଲୋକଙ୍କ ପାଇଁ ସ୍ୱତନ୍ତ୍ର ଗାଇଡଲାଇନ ପ୍ରସ୍ତୁତ କରାଯାଇଛି। ସେମାନଙ୍କ ସୁରକ୍ଷା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.