ପ୍ରବଳ ବର୍ଷା କାରଣରୁ ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ

ବାରିପଦା(କେନ୍ଯୁଜ୍): ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ। ମୟୂରଭଞ୍ଜ ଜିଲ୍ଲାରେ ଗତକାଲି ରାତିରୁ ପ୍ରବଳ ବର୍ଷା ହେଉଛି। ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକ ମାନଙ୍କ ପାଇଁ ଅଭୟାରଣ୍ୟ ଭିତରକୁ ପ୍ରବେଶ ବାରଣ କରାଯାଇଛି।

କେବଳ ରାତ୍ରୀ ରହଣୀ ପାଇଁ ଅନୁମତି ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଉପରେ ପାଣି ଚାଲୁଛି। ଫଳରେ ଗାଡି ଯାତାୟତରେ ସମସ୍ୟା ସୃଷ୍ଟି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.