ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ୨ ଦିନ ଶିମିଳିପାଳ ବନ୍ଦ

ବାରିପଦା(କେନ୍ଯୁଜ୍):ଆସନ୍ତାକାଲିଠୁ ୨ ଦିନ ଶିମିଳିପାଳ ବନ୍ଦ। ପର୍ଯ୍ୟଟକଙ୍କ ପାଇଁ ୪ ଓ ୫ ତାରିଖ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରଖାଯିବ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶିମିଳିପାଳ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ସାଇ କିରଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.