ସାରା ରାଜ୍ୟରେ ଏବେ ପିଜି ପାଠ୍ୟକ୍ରମ ପାଇଁ ହେବ ଏକକ ପରୀକ୍ଷା

ସାରା ରାଜ୍ୟରେ ପିଜି ପାଠ୍ୟକ୍ରମ ପାଇଁ ହେବ ଏକକ ପରୀକ୍ଷା । କୁଳପତି ସମ୍ମିଳନୀରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ସେହିପରି ଯୁକ୍ତ ୩ ପରୀକ୍ଷା ଫଳ ଜୁନ ୧୫ ସୁଦ୍ଧା ପ୍ରକାଶ କରିବା ସବୁ କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମ୍ମିଳନୀରେ ରାଜ୍ୟର ୧୧ଟି ବିଶ୍ୱବିଦ୍ୟାଳୟର କୁଳପତି ଯୋଗ ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.