ଭୁବନେଶ୍ବର : ପରୀ ମୃତ୍ୟୁ ଘଟଣାର ହେବ SIT ତଦନ୍ତ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି । ଭିଡିଓ କନଫରେନ୍ସିଂରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ପରୀ ପ୍ରସଙ୍ଗକୁ ନେଇ ବିଧାନସଭାରେ ହଙ୍ଗାମା କରିଥିଲେ ବିଜେପି ଓ କଂଗ୍ରେସ ବିଧାୟକ ।
ଗୃହ ଆରମ୍ଭରୁ ବିଜେପି ଓ କଂଗ୍ରେସ ସଦସ୍ୟ ନାରାବାଜି କରିଥିଲେ । ବ୍ୟାନର ଧରି ଗୃହ ମଧ୍ୟଭାଗରେ ହଟ୍ଟଗୋଳ କରିଥିଲେ ବିରୋଧୀ । ଏସ୍ଆଇଟି ତଦନ୍ତ ସହ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ । ଗୃହ ସ୍ୱାଭାବିକ କରିବାକୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ । ଏହାରି ମଧ୍ୟରେ SIT ତଦନ୍ତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…