Categories: ରାଜ୍ୟ

ପଟ୍ଟାମୁଣ୍ଡାଇ ଗୁଣ୍ଠିଗାଁରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଆଁରେ ଛାରଖାର ହୋଇଗଲା ୬ବଖରା ଘର

ପଟ୍ଟାମୁଣ୍ଡାଇ: ନିଆଁର ଆଁରେ ଛାରଖାର ହୋଇଗଲା ୬ବଖରା ଘର। ବିଳମ୍ବିତ ରାତିରେ ପଟ୍ଟାମୁଣ୍ଡାଇ ବ୍ଲକ ଗୁଣ୍ଠିଗାଁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। କାଶୀନାଥ ସିଂହଙ୍କ ଘରେ କୌଣସି କାରଣରୁ ହଠାତ ନିଆଁ ଲାଗିଯାଇଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ସଂପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି। ତେବେ ଅଗ୍ନିକାଣ୍ଡ ବେଳେ ୧୨ରୁ ଅଧିକ ସଦସ୍ୟ ଘର ଭିତରେ ଥିବା ବେଳେ ସେମାନେ ସୁରକ୍ଷିତ ଭାବେ ବାହାରି ଆସିଥିଲେ। ଅନ୍ୟପଟେ କେହି ଦୁର୍ବୃତ୍ତ ଘରେ ନିଆଁ ଲଗାଇ ଦେଇଥିବା କାଶୀନାଥଙ୍କ ପରିବାର ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପଟ୍ଟାମୁଣ୍ଡାଇ ଅଗ୍ନିଶମ ଓ ରାଜନଗର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago