ଝାରସୁଗୁଡା: ବିଷ ପିଇ ଆତ୍ମହତ୍ଯା ଉଦ୍ଯମ କଲେ ଗୋଟିଏ ପରିବାରର ୬ ଜଣ, ଚାଲିଗଲା ଜଣଙ୍କ ଜୀବନ

ଝାରସୁଗୁଡା(କେନ୍ଯୁଜ୍): ଝାରସୁଗୁଡା ଜିଲ୍ଲା ବକ୍ସି ଅଂଚଳରେ ଗୋଟିଏ ପରିବାରର ୬ ଜଣ ବିଷ ପିଇ ଆତ୍ମହତ୍ଯା କରିଛନ୍ତି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ଯ ୫ଜଣଙ୍କୁ ଗୁରୁତର ଅବସ୍ଥାରେ ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ଜଣକ ହେଲେ ଦୀପକ ବିଶ୍ୱାଳ । ତେବେ ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ହସପିଟାଲକୁ ସ୍ଥାନାନ୍ତର କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.