ରାଜ୍ୟ

ଆନ୍ଧ୍ରପ୍ରଦେଶ ଗୁଣ୍ଟୁରର ଏକ ଚିଙ୍ଗୁଡ଼ି ଫ୍ଯାକ୍ଟ୍ରିରେ ଅଘଟଣ: କାମ କରୁଥିବା ଗୁଣପୁରର ୬ଦାଦନ ଶ୍ରମିକ ବିଦ୍ୟୁତ୍ ଆଘାତରେ ମୃତ

ଗୁଣପୁର(କେନ୍ଯୁଜ୍): ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଚିଙ୍ଗୁଡ଼ି ଫ୍ଯାକ୍ଟ୍ରିରେ କାମ କରିବାକୁ ଯାଇ ଗୁଣପୁରର ୬ଜଣ ଦାଦନ ଶ୍ରମିକ ମୃତ। ସମସ୍ତ ଦାଦନ ଶ୍ରମିକ ବିଦ୍ୟୁତ୍ ଆଘାତରେ ମୃତ୍ଯୁବରଣ କରିଥିବା ସୂଚନା ମିଳିଛି। ଗୁଣପୁର ମୋତିଲାଲ ନଗରର ଜଣେ ଓ ଭୀମପୁର ପଞ୍ଚାୟତର ୫ ଜଣ ବୋଲି ଜଣାପଡିଛି ।

ଦୁଇ ମାସ ତଳେ ଗୁଣୁପୁର ଅଞ୍ଚଳରୁ ୧୦ ଶ୍ରମିକ ଦାଦନ ଖଟିବାକୁ ଯାଇଥିବାନେଇ ମୃତକଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି। ଗୁଣପୁର ମୋତିଲାଲ ନଗରର ନବିନ ଶବର ଦାଦନ ଖଟିବାକୁ ଯାଇ ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିବାର ପାଖକୁ ଫୋନ ଯୋଗେ ଚିଙ୍ଗୁଡ଼ି ଫ୍ଯାକ୍ଟ୍ରିର ମାଲିକ କହିଥିବା  ମୃତକଙ୍କ ଭଉଣୀ କହିଛନ୍ତି।

Sonalisa

Recent Posts

ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍

ଭୁବନେଶ୍ୱର(କେନ୍ୟୁଜ୍‌): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ। ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍। ଦୁଇ ଉପମୁଖ୍ୟମନ୍ତ୍ରୀ। ୮ କ୍ୟାବିନେଟ…

12 mins ago

ସମୟ ସିନା ବଦଳିଛି ହେଲେ ସେମିତି ଅବିଚଳିତ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌): ମୁହଁରେ ସେହି ସବୁବେଳର ଭାବ । ବିଜେପି ସରକାରଙ୍କ ଶପଥ ଗ୍ରହଣ ମଞ୍ଚରେ ସେମିତି ଅବିଚଳିତ ଥିଲେ ନବୀନ…

22 mins ago

ରକ୍ତ ଚନ୍ଦନ ପ୍ୟାକ୍‌ ମୁହଁରୁ ଦାଗ ଦୂର କରିବାରେ ଅନେକ ସାହାଯ୍ୟ କରେ, ଏହି ୨ଟି ଉପାୟରେ କରନ୍ତୁ ବ୍ୟବହାର ସମସ୍ୟାରୁ ମିଳିବ ମୁକ୍ତି

ଚନ୍ଦନ କାଠର ଉପକାରିତା ବିଷୟରେ ଆପଣ ସମସ୍ତେ ଜାଣିଥିବେ । ଏହା ସମସ୍ତ କାମ ପାଇଁ ବେଶ୍‌ ଲାଭଦାୟକ ହୋଇଥାଏ…

2 hours ago

ରାଜସ୍ଥାନରୁ ଚୋରା ଚାଲାଣ କରି ଅଣାଯାଇଥିବା ୧୯ ଓଟ ଜବତ, ୪ ଆନ୍ତଃରାଜ୍ୟ ବେପାରୀ ଗିରଫ

ବିହାରର ଗୋପାଳଗଞ୍ଜରେ ଓଟ ଚୋରା ଚାଲାଣ କରୁଥିବା ଏକ ବଡ଼ ର‍୍ୟାକେଟ୍‌ ଧରାପଡ଼ିଛି । ପୋଲିସ ଏଠାରେ ଚଢ଼ାଉ କରି…

2 hours ago

ସ୍ୱାଧିନତାର ଏତେ ବର୍ଷ ପରେ ବି ଏ ଗାଁକୁ ପହଂଚି ପାରିନାହିଁ ସରକାରୀ ଯୋଜନା

ସୁବର୍ଣ୍ଣପୁର (କେନ୍ୟୁଜ) : ବଦଳିଛି ଯୁଗ ଆଉ ବଦଳିଛି ସମୟ । ହେଲେ ସ୍ୱାଧିନତାର ଏତେ ବର୍ଷ ପରେ ବି…

2 hours ago

ପ୍ରତିଶୃତି ଦେଇ ଘର ବନାଇଦେଲେ କିନ୍ତୁ ଦେଲେନି ଆବାସ ଟଙ୍କା, ଏବେ ହତାଶ ହିତାଧିକାରୀ

ସୁବର୍ଣ୍ଣପୁର (କେନ୍ୟୁଜ) : ଗରିବଙ୍କ ମୁଣ୍ଡ ଗୁଂଜିବାକୁ ସରକାରୀ ତରଫରୁ ରହିଛି ଇନ୍ଦିରା ଆବାସ, ମୋ କୁଡିଆ ଏବଂ ପ୍ରଧାନମନ୍ତ୍ରୀ…

2 hours ago