ଉପରମୁଣ୍ଡରେ ଲଗାଣ ବର୍ଷା, ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ

ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍ । ବର୍ତ୍ତମାନ ମୋଟ ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ। ବାମରୁ ୧୩ଟି ଓ ଡାହାଣରୁ ୭ଟି ଗେଟ୍ ଖୋଲାଯାଇଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଅଧିକ ଗେଟ୍ ଖୋଲାଯାଇଛି।

ସମ୍ବଲପୁର (କେନ୍ୟୁଜ): ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍ । ବର୍ତ୍ତମାନ ମୋଟ ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ। ବାମରୁ ୧୩ଟି ଓ ଡାହାଣରୁ ୭ଟି ଗେଟ୍ ଖୋଲାଯାଇଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଅଧିକ ଗେଟ୍ ଖୋଲାଯାଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ପର୍ଯ୍ୟାୟକ୍ରମେ ଜଳଭଣ୍ଡାରର ଅଧିକ ଗେଟ୍ ଖୋଲାଯାଉଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ମହାନଦୀ ଉପରମୁଣ୍ଡରେ ହାରାହାରି ୩୭ମିଲିମିଟର ବର୍ଷା ହୋଇଛି। ତଳମୁଣ୍ଡରେ ବର୍ଷା ନାହିଁ। ତେଣୁ ବନ୍ୟା ସ୍ଥିତି ନଥିବା ବଳେ ଗତକାଲି ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.