ରାଜ୍ୟ

ଓଡ଼ିଶାକୁ ପୁଣି ଫେରିଲା କି କରୋନା ? ଚିନ୍ତା ବଢ଼ାଇଲା ଶିଶୁ ଓ କିଶୋରଙ୍କୁ ସଂକ୍ରମଣ, ଗୋଟିଏ ଦିନରେ ୬୪ ଜଣ ପଜିଟିଭ ଚିହ୍ନଟ

ରାୟଗଡା (କେନ୍ୟୁଜ): ରାୟଗଡାର ସଦର ବ୍ଲକରେ କୋଟଲାଗୁଡା ସ୍ଥିତ ଅନ୍ୱେଷା ହଷ୍ଟେଲର ୪୪ ଜଣ ଅନ୍ତେବାସୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଖବର ପ୍ରଚାର ପରେ ରାଜ୍ଯ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଦଳ କୋଟଲାଗୁଡ଼ା ଠାରେ ପହଞ୍ଚି ଛନ୍ତି । ତେବେ ଛାତ୍ରୀ ଙ୍କ ଠାରେ କରୋନା ଲକ୍ଷଣ ଦେଖା ଯାଇ ନ ଥିବା ବେଳେ ସମସ୍ତ ଛାତ୍ର ସୁସ୍ଥ ଥିବାଜଣାପଡିଛି । ଗତ ୪ ତାରିଖରେ ସ୍ୱାସ୍ଥ୍ୟ ବିଭାଗର ଆରଆରଟି RRT ଟିମ ପକ୍ଷରୁ ବ୍ଳକ – ୧ ହଷ୍ଟେଲ ରହୁଥିବା ୨୫୭ ଜଣ ପିଲାଙ୍କ rtpcr ଟେଷ୍ଟ କରାଯାଇଥିଲା ।

ଏଥିରେ ୪୪ ଜଣ ଛାତ୍ରଙ୍କ ନମୂନା ପଜିଟିଭ ହୋଇଥିବା ବେଳେ ହଷ୍ଟେଲ କର୍ତ୍ତୁପକ୍ଷ ପକ୍ଷରୁ ସମସ୍ତ ପ୍ରକାର ସାବଧାନତା ଅବଲମ୍ବନ କରାଯାଇଥବା ନେଇ ହଷ୍ଟେଲ ମେଟ୍ରୋନ ପ୍ରକାଶ କରିଛନ୍ତି । ରାୟଗଡାର ୮ଟି ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଏହି ହଷ୍ଟେଲରେ ରହୁଥିବା ଅନ୍ତୋସୀମାନେ ରହି ଅଧ୍ୟନ କରୁଛନ୍ତି । ସେହିପରି ବିଷମକଟକ ବ୍ଳକ ହାଟମୁନିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ୨୦ ଜଣ ଛାତ୍ର ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ମୋଟ ୬୪ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Barsha

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

7 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

9 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

17 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

42 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

51 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago