ରାଜ୍ୟ

ଇସ୍କନ ପକ୍ଷରୁ ପୁଣିଥରେ ଅଦିନିଆ ରଥଯାତ୍ରା ଘୋଷଣା, କ୍ଷୋଭ ପ୍ରକାଶ କଲେ ଗଜପତି ମହାରାଜା

ଇସ୍କନ ପକ୍ଷରୁ ପୁଣିଥରେ ଅଦିନିଆ ରଥଯାତ୍ରା । ଜୁନ୍‌ ୨୪ରେ ଗ୍ଵାଲିୟରରେ ଅନୁଷ୍ଠିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ଇସ୍କନ ପକ୍ଷରୁ ଏହି ରଥଯାତ୍ରା ଅନୁଷ୍ଠିତ ହେବା ନେଇ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି । ଗତକାଲି ଏନେଇ କ୍ଷୋଭ ପ୍ରକାଶ କରିଥିଲେ ଗଜପତି ମହାରାଜା ।

ଆଜି ରଥଯାତ୍ରା ନକରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି । ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ହିଁ ବିଶ୍ୱବ୍ୟାପୀ ରଥଯାତ୍ରା ହେବା ଆବଶ୍ୟକ । ତେଣୁ ଅଦିନିଆ ରଥଯାତ୍ରା କଲେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ।

Niharanjan

Recent Posts

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

2 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

16 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

22 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

52 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

59 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago