ରାଜ୍ୟ

୪ ଫୁଟିଆ ନାଗ ସହ ଘରୁ ବାହାରିଲା ୩୦ ସାପ ଅଣ୍ଡା, ଉଦ୍ଧାର କଲା ବନବିଭାଗ

ଆନନ୍ଦପୁର (କେନ୍ୟୁଜ): ବନବିଭାଗ କର୍ମଚାରୀଙ୍କ ଦ୍ଵାରା ୪ଫୁଟିଆ ନାଗ ସାପ ସହିତ ୩୦ରୁ ଉର୍ଦ୍ଧ୍ବ ଅଣ୍ଡା ଉଦ୍ଧାର। ଆନନ୍ଦପୁର ଉପଖଣ୍ଡ ହାବଳେଶ୍ୱର ପଞ୍ଚାୟତ ଧାଇପୋଖରୀ ଗାଁର ଚିନ୍ତାମଣି ବେହେରାଙ୍କ ଘରେ କିଛି ଦିନ ତଳେ ଏକ ନାଗ ସାପ ବୁଲୁଥିବାର ଦେଖିବାକୁ ମିଳିଥିଲା। ଯାହାକୁ ନେଇ ପରିବାର ଲୋକେ ଭୟଭୀତ ହେବା ସହିତ ଜଙ୍ଗଲ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଉଭୟ ଜଙ୍ଗଲ ବିଭାଗ ଓ ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ନାଗ ସାପ ସମେତ ୩୦ ରୁ ଉର୍ଦ୍ଧ୍ବ ଅଣ୍ଡା ଉଦ୍ଧାର କରିଛନ୍ତି।

Barsha

Recent Posts

ଘୁମେଇ ପଡ଼ିଲେ ଡ୍ରାଇଭର, ଡମ୍ପର ସହ ପଛପଟୁ ପିଟି ହେଲା ବସ୍‌; ଚାଳକଙ୍କ ସମେତ ୪ ମୃତ

ଉତ୍ତର ପ୍ରଦେଶର ଗାଜିପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଅଯୋଧ୍ୟାରୁ ରାମଲାଲାଙ୍କ ଦର୍ଶନ ସାରି ବିହାର ଫେରୁଥିବା…

29 mins ago

ଆସନ୍ତା କାଲି ନିଜ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ମା’ ନାରାୟଣୀ, ଧୁମଧାମରେ ପାଳିତ ହେଉଛି ଯାତ୍ରା

କନ୍ଧମାଳ(କେନ୍ୟୁଜ): ଫୁଲବାଣୀର ଅଧିଷ୍ଠାତ୍ରୀ ଦେବୀ ଆଦିଶକ୍ତି ମା’ ନାରାୟଣୀଙ୍କ ଯାତ୍ରା ଧୁମଧାମରେ ପାଳିତ ହେଉଛି । ଏହି ଯାତ୍ରା ପ୍ରତି…

52 mins ago

ମହିଳାଙ୍କ ବେକ କାଟି ବିଭତ୍ସ ହତ୍ୟା, ଥାନାରେ ଜ୍ୱାଇଁ ଅଟକ

ନୟାଗଡ (କେନ୍ୟୁଜ୍‌): ମହିଳାଙ୍କ ବେକ କାଟି ବିଭତ୍ସ ହତ୍ୟା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ।…

57 mins ago

ଖୁବ୍‌ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଶତ୍ରୁଘ୍ନ ସିହ୍ନାଙ୍କ ଲାଡଲି ସୋନାକ୍ଷୀ

ସଞ୍ଜୟ ଲୀଲା ଭଂସାଲୀଙ୍କ ସିରିଜ୍‌ ‘ହୀରାମଣ୍ଡି: ଡାଇମଣ୍ଡ ବଜାର’ ରେ ଫରିଦାନଙ୍କ ଭୂମିକାରେ ଲୋକଙ୍କ ହୃଦୟ ଜିତିଥିବା ଅଭିନେତ୍ରୀ ସୋନାକ୍ଷୀ…

1 hour ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ପରେ ପାକିସ୍ତାନରୁ ଆସିଲା ଶୁଭେଚ୍ଛା ବାର୍ତ୍ତା, ଏମିତି ଲେଖିଲେ ପାକ୍‌ ପିଏମ୍‌ ଶେହବାଜ ସରିଫ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସମଗ୍ର ମନ୍ତ୍ରୀମଣ୍ଡଳ ସହିତ ଶପଥ ଗ୍ରହଣ କରିଛନ୍ତି । ଜୁନ୍ ୪ରେ ଲୋକସଭା ନିର୍ବାଚନର…

1 hour ago

କେଉଁ ଧାତୁରେ ପ୍ରସ୍ତୁତ କରାଯାଏ ମୁଦ୍ରା, ୧୦ ଟଙ୍କିଆ ମୁଦ୍ରାରେ ରହିଛି ଖାସ୍‌

ଆପଣ ନିଶ୍ଚିତ ଭାବରେ ଅନେକ ଲୋକଙ୍କୁ ଦେଖିଥିବେ ଯେଉଁମାନେ ନିଜ ପାଖରେ ନୂଆ ଏବଂ ପୁରୁଣା କଏନକୁ ସଂଗ୍ରହ କରି…

2 hours ago