ପାରଳାଖେମୁଣ୍ଡି ଶିବ ମନ୍ଦିରର ଦୃଶ୍ୟ, ଗୋଟିଏ ସ୍ଥାନରେ ନାଗ ଓ କଇଁଛ

ପାରଳାଖେମୁଣ୍ଡି : ଗୋଟିଏ ସ୍ଥାନରେ ନାଗ ଓ କଇଁଛ । ମନ୍ଦିରରେ ଖେଳୁଛନ୍ତି ନାଗ ଓ କଇଁଛ । ଏପରି ବିରଳ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ପାରଳାଖେମୁଣ୍ଡି ସ୍ଥିତ ଶିବ ମନ୍ଦିରରେ । ଗତକାଲି ଶ୍ରାବଣ ମାସର ପ୍ରଥମ ସୋମବାରରେ ଏପରି ଦେଖିବାକୁ ମିଳିଥିଲା । ନିର୍ଭୟରେ ୫୦ଟି କଇଁଛ ସହ ନାଗ ଖେଳୁଥିଲେ । ଏପରି ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼ ଜମିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.