ମୟୁରଭଞ୍ଜ(କେନ୍ୟୁଜ୍): ଜ୍ବାଇଁ ନେଇଗଲା ଶ୍ବଶୁର ଜୀବନ। ନାତି ପାଇଁ ଅଷ୍ଟମୀ ଭାର ନେଇ ଯାଇଥିବା ବେଳେ ଶ୍ବଶୁରଙ୍କୁ କଟୁରୀରେ ଆକ୍ରମଣ କଲା ଜ୍ବାଇଁ। ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଖୁଣ୍ଟାପୁର ଗ୍ରାମରେ ଘଟିଛି ଏହି ଘଟଣା। ମୃତ ଶ୍ବଶୁର ହେଲେ ସେହି ବୈଶିଙ୍ଗା ଥାନା ଗିରିପଦା ଗ୍ରାମର ୫୫ ବର୍ଷୀୟ ରମେଶ ସିଂ ।
ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଜ୍ବାଇଁ ରାଜୁ ସିଂ ଫେରାର ହୋଇଯାଇଛି । ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…
ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…