Below header

ସଂପର୍କରେ ପଡ଼ିଲା ରକ୍ତର ଛିଟା, ପୁଅ ଠେଙ୍ଗା ମାଡ଼ରେ ବାପାଙ୍କ ମୃତ୍ୟୁ

ବ୍ରହ୍ମପୁର (କେନ୍ୟୁଜ୍) : ଟଙ୍କା ପାଇଁ ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ମଦ୍ୟପ ପୁଅ। ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲାଠି ଗାଁରେ ବିଳମ୍ବିତ ରାତିରେ ଘଟିଛି ଏହି ଅଭାବନୀୟ ଘଟଣା। ମୃତକ ଜଣକ ଅଭି ନାୟକ। ମଦ୍ୟପ ପୁଅ ସୀମାଞ୍ଚଳ ନାୟକଙ୍କୁ ଗାଁଲୋକେ ଅଟକ ରଖି ପୋଲିସ ଜିମା ଦେଇଛନ୍ତି। ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.