ମା’କୁ ଶାବଳରେ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ

କେନ୍ଦୁଝର(କେନ୍ୟୁଜ୍‌): ରକ୍ତ ସମ୍ପର୍କରେ ଛିଟା । ମା’କୁ ଶାବଳରେ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଧିନ ବନବିହାରୀପୁର ନୂଆଗାଁରେ। ମୃତ ମହିଳା ଜଣଙ୍କ ହେଲେ ନୂଆଗାଁ ମୁଣ୍ଡା ସାହିର ଟୁଲେଇ ମୁଣ୍ଡା। ଅଭିଯୁକ୍ତ ପୁଅ ଡବରୁ ମୁଣ୍ଡାକୁ ପୋଲିସ୍ ଅଟକ ରଖି ପଚରା ଉଚରା କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.