Below header

ପୁଅ ଆକ୍ରମଣରେ ମା’ ମୃତ

ରାମଚନ୍ଦ୍ରପୁର ଥାନା ସାଇଁକୁଳ ନୂଆ ସାହିରେ ପୁଅ ଆକ୍ରମଣରେ ମା' ମୃତ। ମଦ ପିଇବାକୁ ନେଇ ବଚସା ପରେ ପୁଅ କରିଥିଲା ଆକ୍ରମଣ।

ଆନନ୍ଦପୁର(କେନ୍ୟୁଜ୍) : ରାମଚନ୍ଦ୍ରପୁର ଥାନା ସାଇଁକୁଳ ନୂଆ ସାହିରେ ପୁଅ ଆକ୍ରମଣରେ ମା’ ମୃତ। ମଦ ପିଇବାକୁ ନେଇ ବଚସା ପରେ ପୁଅ କରିଥିଲା ଆକ୍ରମଣ। ଘଟଣାରେ ମୃତ ମହିଳା ମନ୍ଦିରା ନାଇକ ବୋଲି ଜଣାପଡିଛି। ପୋଲିସ ତଦନ୍ତ ଜାରି ରହିଛି  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.