image credit: File photo
ପୁରୀ(କେନ୍ଯୁଜ୍): ପରିବାରର ୪ଜଣଙ୍କ ହତ୍ୟା ଉଦ୍ୟମ । ଅଣ୍ଟି ଛୁରୀ କାଟିଲା ଚଣ୍ଟି । ବଡ ପୁଅ ଆକ୍ରମଣରେ ଗଲା ମା’ର ଜୀବନ। ବାପା, ଭାଇ ଓ ସ୍ତ୍ରୀ ଗୁରୁତର। ତିନି ଗୁରୁତର ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ।
ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପୁରୀ ବାଲିଘାଟ ସୁଭଦ୍ରା ନଗରରେ ଅଞ୍ଚଳରେ । ଏନେଇ ସୂଚନା ପାଇ ତାଳବଣିଆ ଥାନା ପୋଲିସ୍ ଘଟଣାସ୍ଥଳରେ ପହଁଚି ପୁଅକୁ ଅଟକ ରଖି ପଚରାଉଚରା ଜାରି ରଖିଛି ।
ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…
ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…
ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…
ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…