ଆସନ୍ତାକାଲିଠୁ ଖୋଲିବ ପୁରୀ ଶ୍ରୀମନ୍ଦିର, ପ୍ରଶାସନ ପକ୍ଷରୁ ଜାରି ହେଲା SOP

ପୁରୀ(କେନ୍ଯୁଜ୍): ଶ୍ରୀମନ୍ଦିର ଦର୍ଶନ ପାଇଁ ଆସିଲା ଏସଓପି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ SOP ଜାରି ହୋଇଛି। ୧୨ ଓ ୧୩ରେ ସେବାୟତ ଓ ତାଙ୍କ ପରିବାର କରିବେ ଦର୍ଶନ । ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଚାଲିବ ଦର୍ଶନ।

୧୬ରୁ ୨୦ତାରିଖ ଯାଏ ପୁରୀ ସହରବାସୀ କରିବେ ଦର୍ଶନ। ୨୩ରୁ ସର୍ବସାଧାରଣଙ୍କୁ ଦର୍ଶନ ଅନୁମତି । ଜନ୍ମାଷ୍ଟମୀ ଓ ଗଣେଶ ଚତୁର୍ଥୀରେ ବନ୍ଦ ରହିବ ଶ୍ରୀ ମନ୍ଦିର। କୋଭିଡ୍‌ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଶନିବାର ଓ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.