ବିଜେଡିର କାର୍ଯ୍ୟାନୁଷ୍ଠାନ, ଉପସଭାପତି ପଦରୁ ବିଦା ହେଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ବିଜେଡି ବିରୁଦ୍ଧରେ ମନ୍ତବ୍ୟ ଦେବା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଭାରି ପଡିଛି । ଆଜି ଦଳ ପକ୍ଷରୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଜେଡି ଉପସଭାପତି ପଦରୁ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଆଜି ଦଳ ବିଦା କରିଛି। ଏନେଇ ବିଜେଡି ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ବିଜେଡି ବିରୁଦ୍ଧରେ ମନ୍ତବ୍ୟ ଦେବା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଭାରି ପଡିଛି । ଆଜି ଦଳ ପକ୍ଷରୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଜେଡି ଉପସଭାପତି ପଦରୁ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଆଜି ଦଳ ବିଦା କରିଛି। ଏନେଇ ବିଜେଡି ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।ଉପସଭାପତି ପଦରୁ ସୌମ୍ୟ ପଟ୍ଟନାୟକଙ୍କୁ ସଭାପତି ନବୀନ ପଟ୍ଟନାୟକ ହଟାଇଥିବା ସୂଚନା ଏଥିରେ ଉଲ୍ଲେଖ ରହିଛି।

ସୂଚନା ଯୋଗ୍ୟ ଯେ ପୂର୍ବରୁ ସୌମ୍ୟ ରଞ୍ଜନ ପଟ୍ଟନାୟକ ବିଜେଡି ବିରୋଧରେ ଅନେକ ଆପତ୍ତି ଜନକ ଟିପ୍ପଣୀ ଦେଇ ଚର୍ଚ୍ଚାରେ ରହିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.