Below header

ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କରୋନା, ନିଜେ ଟ୍ଵିଟ୍‌ କରି ଦେଲେ ସୂଚନା

ଖଣ୍ଡପଡ଼ା ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କରୋନା। ଆଜି ତାଙ୍କ ଟେଷ୍ଟିଂ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ନିଜେ କିଛି ସମୟ ତଳେ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି। ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁସ୍ଥ ରହିଛି। ତାଙ୍କ ସହ ନିକଟରେ ସାକ୍ଷାତ୍‌ କରିଥିବା ବନ୍ଧୁମାନେ ମଧ୍ୟ ନିଜ ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି ସୌମ୍ୟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.