Below header

ସମ୍ବାଦ ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ପଦରୁ ସୌମ୍ୟ ରଂଜନଙ୍କ ଇସ୍ତଫା, ତନୟା ପଟ୍ଟନାୟକ ହେଲେ ସମ୍ବାଦ ସମ୍ପାଦକ

ବରିଷ୍ଠ ନେତା ସୌମ୍ୟ ରଂଜନ ପଟ୍ଟନାୟକ ବ୍ୟକ୍ତିଗତ କାରଣରୁ ଦୈନିକ ଖବରକାଗଜ ‘ସମ୍ବାଦ’ ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ।

କେନ୍ୟୁଜ(ବ୍ୟୁରୋ) : ବରିଷ୍ଠ ନେତା ସୌମ୍ୟ ରଂଜନ ପଟ୍ଟନାୟକ ବ୍ୟକ୍ତିଗତ କାରଣରୁ ଦୈନିକ ଖବରକାଗଜ ‘ସମ୍ବାଦ’ ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ‘ସମ୍ବାଦ’ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତି ତନୟା ପଟ୍ଟନାୟକ ଆଜି ‘ସମ୍ବାଦ’ ର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.