ପୁରୀ (କେନ୍ୟୁଜ): ଆଜି ଚୈତ୍ର ଶୁକ୍ଲ ଷଷ୍ଠୀ। ଶ୍ରୀମନ୍ଦିର ପରିସରରେ ଅନୁଷ୍ଠିତ ହେବ ସୂର୍ଯ୍ୟଦେବଙ୍କ ରଥଯାତ୍ରା ବା ସୌର ରଥଯାତ୍ରା। ଏହାକୁ ‘ଚୈତ୍ରଗୁଣ୍ଡିଚା’ ବା ‘ସୌର-ଗୁଣ୍ଡିଚା’ କୁହାଯାଏ। ଏଥିରେ ଶ୍ରୀମନ୍ଦିର ବେଢ଼ାରେ ପୂଜିତ ସୂର୍ଯ୍ୟଦେବଙ୍କ ବିଜେ ପ୍ରତିମା ରଥରେ ବସି ଭିତର ବେଢା ପରିକ୍ରମା କରିଥାଆନ୍ତି। ସନ୍ଧ୍ୟା ଧୂପ ନୀତି ବଢିବା ପରେ ସୂର୍ଯ୍ୟ ମନ୍ଦିରରେ ସୂର୍ଯ୍ୟଦେବଙ୍କୁ ପଞ୍ଚାମୃତରେ ମହାସ୍ନାନ ପରେ ବେଶ କରାଯିବ। ଏହାପରେ ଖିରି, କାକରା ଏବଂ ଲଡ଼ୁ ପଞ୍ଚୋପଚାରରେ ସୂର୍ଯ୍ୟଦେବଙ୍କୁ ଭୋଗ ଲାଗି କରାଯାଇ ଚୈତ୍ର ଗୁଣ୍ଡିଚା ପର୍ବ ସମ୍ପନ୍ନ ହେବ।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…