Below header

ବଙ୍ଗୋପସାଗରର କିଛି ଅଞ୍ଚଳକୁ ଆଜି ପ୍ରବେଶ କରିଛି ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ। ଅଗ୍ରସର ହେଉଛି ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର କିଛି ଅଞ୍ଚଳ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କିଛି ଅଂଶ, ସଂପୂର୍ଣ୍ଣ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ, ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଆଜି ପ୍ରବେଶ କରିଛି।

ଆଗାମୀ ଦୁଇରୁ ତିନିଦିନ ମଧ୍ୟରେ ଏହା ମାଲଦୀପ, କୋମୋରିନ ଅଞ୍ଚଳ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର କିଛି ଭାଗ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଅବଶିଷ୍ଟ ଅଂଶ, କେନ୍ଦ୍ରୀୟ ବଙ୍ଗୋପସାଗରରକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.