ରାଜ୍ୟ

୨ରୁ ୩ଦିନ ମଧ୍ୟରେ ଫେରିଯିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଉପକୂଳ ଓଡ଼ିଶାରେ ହେବ ବିଜୁଳି ଘଡଘଡି ସହ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ଅପସରିଯିବ ମୌସୁମୀ। ଫେରିଯିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଉତ୍ତର ପଶ୍ଚିମ ଓ କେନ୍ଦ୍ର ଭାରତରୁ ଆଗାମୀ ୨ରୁ ୩ଦିନ ମଧ୍ୟରେ ଫେରିବ ମୌସୁମୀ। ଏହାର ପରବର୍ତ୍ତୀ ୨ ଦିନ ମଧ୍ୟରେ ପୂର୍ବ ଓଡ଼ିଶା ସହ ଗୁଜରାଟ ଓ ମହାରାଷ୍ଟ୍ରର କିଛି ଅଞ୍ଚଳରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିବ ବୋଲି ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି। ମୌସୁମୀ ଋତୁ ପରେ ବି ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ରୁ ୩ ଦିନ ଯାଏଁ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି। କିନ୍ତୁ ବର୍ଷାର ପରିମାଣ କିନ୍ତୁ କମ୍‌ ରହିବ। ଅକ୍ଟୋବର ୧ରୁ ୧୩ତାରିଖ ମଧ୍ୟରେ ରାଜ୍ୟରେ ୬୬ ପ୍ରତିଶତ ଅଧିକ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ସ୍ୱାଭାବିକ ବୃଷ୍ଟିପାତ ପରିମାଣ ୬୫.୧ମିମି ରହିଥିବା ବେଳେ ୧୦୮.୨ ମିମି ବର୍ଷା ହୋଇଛି।.

KNews Bureau

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

1 hour ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…

2 hours ago

‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପିତ, ଯୋଗଦେଲେ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଅମିତ ରାଏଙ୍କ ସହ ବିଶିଷ୍ଟ ଲେଖିକା ଡକ୍ଟର ପ୍ରତିଭା ରାୟ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…

2 hours ago

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…

3 hours ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ, ଶପଥ ନେଲେ ପ୍ରଧାନମନ୍ତ୍ରୀଙ୍କ ସହ ଟିମ୍‌ କ୍ୟାବିନେଟ୍‌, ଓଡିଶାକୁ ୩ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …

4 hours ago

ବସ୍‌ ରେ ଯାତ୍ରା ସମୟରେ ଖସି ପଡ଼ୁଥିଲେ ଯାତ୍ରୀ, ସୁପରମ୍ୟାନ୍‌ ଭାବେ ଜୀବନ ରକ୍ଷା କଲେ କଣ୍ଡକ୍ଟର

ଯଦି ଆପଣ ଚଳଚ୍ଚିତ୍ରରେ 'ସ୍ପାଇଡରମ୍ୟାନ୍' ଦେଖିଥିବେ, ତେବେ ଆପଣ ବୋଧହୁଏ ଜାଣିଥିବେ ଷଷ୍ଠ ଇନ୍ଦ୍ରୀୟ (sixth sence) କ’ଣ କୁହାଯାଏ…

5 hours ago