କଟକ-ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳଙ୍କ କାର୍ ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱର : କଟକ-ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ ସୂଚନା ମିଳିଛି । ଭୁବନେଶ୍ୱର ହଂସପାଳ ନିକଟରେ ପଛରୁ ଆଉ ଏକ କାର ଧକ୍କା ଦେଇଥିବା ଜଣାପଡିଛି । ତେବେ ଦୁର୍ଘଟଣା ସୌଭିକ ବର୍ତ୍ତି ଯାଇଥିବାବେଳେ ତାଙ୍କର ଜଣେ ବନ୍ଧୁ  ସାମାନ୍ୟ ଆହତ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.