କେନ୍ୟୁଜ୍(ବ୍ୟୁରୋ):ପୁଣି ଏକ ଚିଟ୍ଫଣ୍ଡ କମ୍ପାନୀର ବାଜ୍ୟାପ୍ତି ହେବ ସମ୍ପତ୍ତି । ମାଆ ତାରିଣୀ ଇଷ୍ଟକନ୍ର କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ନିର୍ଦ୍ଦେଶ ଦେଲେ କଟକ ସ୍ଥିତ ସ୍ୱତନ୍ତ୍ର ଚିଟ୍ଫଣ୍ଡ ଅଦାଲତ । କମ୍ପାନୀର ଥିବା ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ହେବ ବାଜ୍ୟାପ୍ତି ହେବ । ଏହା ଭିତରେ ରହିଛି କଟକର ଆଖପାଖ ଅଞ୍ଚଳରେ ୪୨ ଏକରରୁ ଅଧିକ ଜମି ।
ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର । ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର । କେନ୍ଦ୍ରାପଡା…
ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…
ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…
ରାଜସ୍ଥାନ ଜୟପୁରସ୍ଥିତ ଏସଏମଏସ ସରକାରୀ ଡାକ୍ତରଖାନାର ଡାକ୍ତରମାନେ ଲେପ୍ରୋସ୍କୋପି ସାହାଯ୍ୟରେ ଜଣେ ଯୁବକଙ୍କର ଅପରେସନ୍ କରିଛନ୍ତି ଏବଂ ଯୁବକଙ୍କ ପେଟରୁ…
ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…
ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…