ଆସନ୍ତାକାଲି ବାରବାଟୀ ମ୍ୟାଚ୍ ପାଇଁ ଚାଲିବ ସ୍ୱତନ୍ତ୍ର ମୋ ବସ୍, ମାଷ୍ଟର କ୍ୟାଣ୍ଟିନ ଏବଂ ବରମୁଣ୍ଡା ବସଷ୍ଟାଣ୍ଡ ଠାରୁ ଷ୍ଟାଡିୟମ ଯାଏ ଉପଲବ୍ଧ ହେବ ଏହି ସେବା

କଟକ: ଆସନ୍ତାକାଲି ବାରବାଟୀ ମ୍ୟାଚ ପାଇଁ ଚାଲିବ ସ୍ୱତନ୍ତ୍ର ମୋ ବସ। କ୍ରିକେଟ ପ୍ରେମୀଙ୍କ ସୁବିଧାକୁ ଆଖିରେ ରଖି କ୍ରୁଟ ପକ୍ଷରୁ ସ୍ୱତନ୍ତ୍ର ବସ ସେବା ଯୋଗାଇ ଦିଆଯିବ। ଏହି ସେବା ମାଷ୍ଟର କ୍ୟାଣ୍ଟିନ ଠାରୁ ବାରବାଟୀ ଯାଏ ବରମୁଣ୍ଡା ବସଷ୍ଟାଣ୍ଡ ଠାରୁ ଷ୍ଟାଡିୟମ ଯାଏ ଉପଲବ୍ଧ ହେବ।

ଉଭୟ ବସ ଭାୟା ନନ୍ଦନକାନନ ହୋଇ ବାରବାଟୀ ଷ୍ଟାଡିୟମରେ ପହଞ୍ଚିବ। ଏହି ସ୍ୱତନ୍ତ୍ର ବସ ସେବା ସକାଳ ସାଢେ ୮ଟାରୁ ପୂର୍ବାହ୍ନ ୧୧ଟା ଓ ପୁଣି ଥରେ ଫେରିବା ଯାତ୍ରୀଙ୍କ ପାଇଁ ରାତି ୧୦ଟାରୁ ମଧ୍ୟରାତ୍ରିଯାଏ ଉପଲବ୍ଧ ହେବ। ଏହି ସ୍ୱତନ୍ତ୍ର ବସ ସେବା ପାଇଁ ବସ ଭଡ଼ା ୩୦ ଟଙ୍କା ଧାର୍ଯ୍ୟ କରାଯାଇଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

59 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago