Below header

ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ, ୫ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଅଜୟ କୁମାର ଦାସଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ୫ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଭୁବନେଶ୍ୱର ସ୍ଥିତ ଟଙ୍କପାଣି ରୋଡରେ ରେଡ, ପଟିଆ ସ୍ଥିତ ଫ୍ଲାଟ୍‌ ଏବଂ ବାଲେଶ୍ୱର, ପୁରୀ ଓ ନୂଆଗାଁ ସ୍ଥିତ ଘରେ ବି ଚଢାଉ ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.