ପୁରୀ (କେନ୍ୟୁଜ): ସୁନାବେଶ ପାଇଁ ଟ୍ରାଫିକ ଗାଇଡଲାଇନ୍। ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍ । ଟ୍ରାଫିକ ମୋବିଲିଟି ପାଇଁ ଡ୍ରୋନ୍ ମୁତୟନ କରାଯିବ। ଯାତ୍ରୀମାନେ କେଉଁ ବାଟ ଦେଇ ବଡ଼ ଦାଣ୍ଡକୁ ଯିବେ ଏବଂ କେଉଁଠି ସେମାନଙ୍କ ବାଇକ୍, କାର୍ ଓ ବସ୍ ପାର୍କିଂ କରିବେ ସେନେଇ ସୂଚନା ଦେଇଛନ୍ତି ଟ୍ରାଫିକ ଦାୟିତ୍ୱରେ ଥିବା ଏଡିଜି ଅମିତାଭ ଠାକୁର।
ଭିଡ଼ ନିୟନ୍ତ୍ରଣ ପାଇଁ ମେଡିକାଲ ଛକରୁ ବଡ଼ଦାଣ୍ଡ ଯାଏ ସମସ୍ତ ରାସ୍ତାକୁ କୌଣସି ଗାଡ଼ି ନ ଛାଡିବାକୁ ନିଷ୍ପତ୍ତି ନିଆଯାଇଛି। ଦୁଇ ଚକିଆ ଗାଡ଼ି ପାର୍କିଂ ପାଇଁ ୨୯ଟି ପାର୍କିଂ ସ୍ଥଳ ଚିହ୍ନଟ ହୋଇଛି। ଆମ୍ବୁଲାନ୍ସ ପାଇଁ ଗ୍ରୀନ୍ କରିଡ଼ର ବ୍ୟବସ୍ଥା କରାଯାଇଛି। ସୁନାବେଶରେ କେବଳ ଟ୍ରାଫିକ ଦାୟିତ୍ୱରେ ୫୧ ପ୍ଲାଟୁନ୍ ଫୋର୍ସ ରହିବେ।
ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…
ଭୁବନେଶ୍ୱର (କେନ୍ୟୁଜ୍) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…
ଯାଜପୁର(କେନ୍ୟୁଜ୍): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…
ଭୁବନେଶ୍ୱର(କେନ୍ୟୁଜ୍): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…
ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…
ଭୁବନେଶ୍ୱର(କେନ୍ୟୁଜ୍): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…