ରାଜ୍ୟ

ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ଘଣ୍ଟି, ୫୮ଟି ଓଡ୍ରାଫ ଓ ଅଗ୍ନିଶମ ଟିମ୍‌ ପଠାଗଲା

କେନ୍ୟୁଜ୍(ବ୍ୟୁରୋ): ମୟୂରଭଞ୍ଜ,ବାଲେଶ୍ୱରରେ ନିଶ୍ଚିତ ବନ୍ୟା। ସୁବର୍ଣ୍ଣରେଖା ନଦୀରେ ବଡ଼ ବନ୍ୟା ଆଶଙ୍କା। ଏନେଇ ପ୍ରତିକ୍ରିୟା ଦେଇଛନ୍ତି SRC ପ୍ରଦୀପ ଜେନା। ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜର ୧୬ଟି ଗେଟ୍‌ ଖୋଲା ରହିଛି। ପ୍ରତି ସେକେଣ୍ଡକୁ ୪ଲକ୍ଷ ୨୫ହଜାର ଘନଫୁଟ ଜଳ ନିଷ୍କାସିତ ହେଉଛି। ଯାହା ସୁବର୍ଣ୍ଣରେଖା ସିଷ୍ଟମ ପ୍ରତି ବିପଦ ସୃଷ୍ଟି କରଛି ।

ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ କରାଯାଇଛି। ୫୮ଟି ଓଡ୍ରାଫ ଓ ଅଗ୍ନିଶମ ଟିମ୍‌ ୨ଟି ଜିଲ୍ଲାକୁ ଯାଇଛନ୍ତି। ଏହି ଦୁଇ ଜିଲ୍ଲାରେ ବନ୍ୟାର ପ୍ରକୋପ ଟିକେ ଅଧିକ ରହିବ। ବଂଶଧାରାରେ ଜଳସ୍ତର କମୁଛି, କିଛି ବିପଦ ନାହିଁ। ମହାନଦୀ ସିଷ୍ଟମରେ ଆଉ ବନ୍ୟା ଆଶଙ୍କା ନଥିବା ସୂଚନା ଦେଇଛନ୍ତି SRC।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago